ଦାନିଏଲ 6 : 7 (ORV)
ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28