ଦାନିଏଲ 7 : 4 (ORV)
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28