ଦାନିଏଲ 8 : 25 (ORV)
ପୁଣି, ଆପଣା କୌଶଳ ଦ୍ଵାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ଆତ୍ମବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27