ଦିତୀୟ ବିବରଣ 1 : 17 (ORV)
ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ଵରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି ଦୁଷ୍କର ହୁଏ, ତାହା ତୁମ୍ଭେମାନେ ମୋʼ କତିକି ଆଣିବ, ମୁଁ ତାହା ଶୁଣିବି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46