ଦିତୀୟ ବିବରଣ 12 : 1 (ORV)
ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32