ଦିତୀୟ ବିବରଣ 14 : 1 (ORV)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସନ୍ତାନ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29