ଦିତୀୟ ବିବରଣ 14 : 23 (ORV)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29