ଦିତୀୟ ବିବରଣ 14 : 7 (ORV)
ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ଵିଖଣ୍ତ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ; ଯଥା, ଓଟ ଓ ଠେକୁଆ ଓ ଶାଫନ୍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ଵିଖଣ୍ତ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29