ଦିତୀୟ ବିବରଣ 22 : 2 (ORV)
ପୁଣି ଯେବେ ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ଵା ତୁମ୍ଭେ ଯେବେ ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ଵେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରୁ ତୁମ୍ଭେ ତାହାକୁ ତାହା ଫେରାଇ ଦେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30