ଦିତୀୟ ବିବରଣ 22 : 4 (ORV)
ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30