ଦିତୀୟ ବିବରଣ 24 : 15 (ORV)
ତାହାରି ଦିନରେ ତାହାକୁ ତାହାର ବର୍ତ୍ତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀ ଲୋକ, ତହିଁ ଉପରେ ତାହାର ମନ ଥାଏ; କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22