ଦିତୀୟ ବିବରଣ 24 : 1 (ORV)
କୌଣସି ପୁରୁଷ କୌଣସି ସ୍ତ୍ରୀକି ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଲଜ୍ଜାକର ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22