ଦିତୀୟ ବିବରଣ 27 : 3 (ORV)
ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ଵର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26