ଦିତୀୟ ବିବରଣ 29 : 2 (ORV)
ଅନନ୍ତର ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ତାଙ୍କ ଦେଶ ପ୍ରତି ଯେସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29