ଦିତୀୟ ବିବରଣ 6 : 1 (ORV)
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆଜ୍ଞା ଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25