ଦିତୀୟ ବିବରଣ 8 : 1 (ORV)
ଆଜି ମୁଁ ତୁମ୍ଭକୁ ଯେ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20