ଦିତୀୟ ବିବରଣ 8 : 3 (ORV)
ଆଉ ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁଣ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20