ଉପଦେଶକ 2 : 14 (ORV)
ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରଇ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟଇ, ଏହା ମୁଁ ଦେଖିଲି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26