ଏଷ୍ଟର ବିବରଣ 10 : 1 (ORV)
ସେହି ଅକ୍ଷଶ୍ଵେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା ।
ଏଷ୍ଟର ବିବରଣ 10 : 2 (ORV)
ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?
ଏଷ୍ଟର ବିବରଣ 10 : 3 (ORV)
କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା ।

1 2 3