ଏଷ୍ଟର ବିବରଣ 2 : 20 (ORV)
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ଵର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23