ଏଷ୍ଟର ବିବରଣ 2 : 9 (ORV)
ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାକୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାକୁ ଦେଲା; ଆଉ, ସେ ତାହାକୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23