ଯାତ୍ରା ପୁସ୍ତକ 12 : 15 (ORV)
ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ିମିଶ୍ରିତ ରୋଟୀ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51