ଯାତ୍ରା ପୁସ୍ତକ 12 : 29 (ORV)
ଅନନ୍ତର ଅର୍ଦ୍ଧରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କପ୍ରଥମଜାତ ଶାବକଗଣକୁ ଆଘାତ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51