ଯାତ୍ରା ପୁସ୍ତକ 16 : 33 (ORV)
ସେତେବେଳେ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36