ଯାତ୍ରା ପୁସ୍ତକ 18 : 1 (ORV)
ଅନନ୍ତର ପରମେଶ୍ଵର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ବିଶେଷରେ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ଵଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27