ଯାତ୍ରା ପୁସ୍ତକ 27 : 17 (ORV)
ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତହିଁର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21