ଯାତ୍ରା ପୁସ୍ତକ 31 : 6 (ORV)
ଆଉ ଦେଖ, ଆମ୍ଭେ ଦାନବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କଲୁ; ପୁଣି ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଲୁନ୍ତଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଲୁ, ତାହାସବୁ ସେମାନେ ନିର୍ମାଣ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18