ଯାତ୍ରା ପୁସ୍ତକ 32 : 12 (ORV)
ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ତ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35