ଯାତ୍ରା ପୁସ୍ତକ 8 : 5 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32