ଯିହିଜିକଲ 11 : 1 (ORV)
ଅନନ୍ତର ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ଵାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟ ସ୍ଥାନରେ ମୁଁ ଲୋକମାନଙ୍କର ଅଧିପତି ଅସ୍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25