ଯିହିଜିକଲ 12 : 6 (ORV)
ସେମାନଙ୍କ ସାକ୍ଷାତରେ ତାହା ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28