ଯିହିଜିକଲ 13 : 22 (ORV)
ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ଵାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23