ଯିହିଜିକଲ 13 : 6 (ORV)
ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି; ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23