ଯିହିଜିକଲ 16 : 8 (ORV)
ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63