ଯିହିଜିକଲ 18 : 17 (ORV)
ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32