ଯିହିଜିକଲ 20 : 31 (ORV)
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ-ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49