ଯିହିଜିକଲ 22 : 12 (ORV)
ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀ-ଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31