ଯିହିଜିକଲ 3 : 10 (ORV)
ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27