ଯିହିଜିକଲ 32 : 6 (ORV)
ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭରେ ପରିପୂର୍ଣ୍ଣ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32