ଯିହିଜିକଲ 33 : 27 (ORV)
ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍‍ଗ ଦ୍ଵାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ, ଥାʼନ୍ତି, ସେମାନେ ମହାମାରୀରେ ମରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33