ଯିହିଜିକଲ 47 : 23 (ORV)
ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23