ଯିହିଜିକଲ 47 : 1 (ORV)
ଅନନ୍ତର ସେ ମୋତେ ଫେରାଇ ଗୃହର ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ- ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ଵ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23