ଯିହିଜିକଲ 8 : 1 (ORV)
ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସରେ, ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18