ଏଜ୍ରା 1 : 1 (ORV)
ଯିରିମୀୟର ମୁଖ ଦ୍ଵାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ର ଅଧିକାରର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,

1 2 3 4 5 6 7 8 9 10 11