ଏଜ୍ରା 8 : 28 (ORV)
ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36