ଏଜ୍ରା 9 : 1 (ORV)
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, ଇସ୍ରାଏଲ-ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟ- ମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି ।

1 2 3 4 5 6 7 8 9 10 11 12 13 14 15