ଆଦି ପୁସ୍ତକ 10 : 1 (ORV)
ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି । ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ ।
ଆଦି ପୁସ୍ତକ 10 : 2 (ORV)
ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ ।
ଆଦି ପୁସ୍ତକ 10 : 3 (ORV)
ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ ।
ଆଦି ପୁସ୍ତକ 10 : 4 (ORV)
ପୁଣି ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ ।
ଆଦି ପୁସ୍ତକ 10 : 5 (ORV)
ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ଵୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ଵ ସ୍ଵ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ ।
ଆଦି ପୁସ୍ତକ 10 : 6 (ORV)
କୂଶ ଓ ମିସର ଓ ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ ।
ଆଦି ପୁସ୍ତକ 10 : 7 (ORV)
ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ । ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ ।
ଆଦି ପୁସ୍ତକ 10 : 8 (ORV)
ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା ।
ଆଦି ପୁସ୍ତକ 10 : 9 (ORV)
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ ।
ଆଦି ପୁସ୍ତକ 10 : 10 (ORV)
ପୁଣି ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା ।
ଆଦି ପୁସ୍ତକ 10 : 11 (ORV)
ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,
ଆଦି ପୁସ୍ତକ 10 : 12 (ORV)
ପୁଣି ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର ।
ଆଦି ପୁସ୍ତକ 10 : 13 (ORV)
ପୁଣି ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ
ଆଦି ପୁସ୍ତକ 10 : 14 (ORV)
ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ ।
ଆଦି ପୁସ୍ତକ 10 : 15 (ORV)
ପୁଣି କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
ଆଦି ପୁସ୍ତକ 10 : 16 (ORV)
ଓ ଯିବୁଷୀୟ ଓ ଇମୋରୀୟ ଓ ଗୀର୍ଗାଶୀୟ
ଆଦି ପୁସ୍ତକ 10 : 17 (ORV)
ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ
ଆଦି ପୁସ୍ତକ 10 : 18 (ORV)
ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଅନନ୍ତର କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ ।
ଆଦି ପୁସ୍ତକ 10 : 19 (ORV)
ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା ।
ଆଦି ପୁସ୍ତକ 10 : 20 (ORV)
ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ ।
ଆଦି ପୁସ୍ତକ 10 : 21 (ORV)
ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା ।
ଆଦି ପୁସ୍ତକ 10 : 22 (ORV)
ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍ ।
ଆଦି ପୁସ୍ତକ 10 : 23 (ORV)
ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍ ।
ଆଦି ପୁସ୍ତକ 10 : 24 (ORV)
ପୁଣି ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର ।
ଆଦି ପୁସ୍ତକ 10 : 25 (ORV)
ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍ ।
ଆଦି ପୁସ୍ତକ 10 : 26 (ORV)
ପୁଣି ଯକ୍ତନ୍ର ପୁତ୍ର ଅଲମୋଦଦ ଓ ଶେଲପ୍ ଓ ହତ୍ସର୍ମାବତ୍ ଓ ଯେରହ
ଆଦି ପୁସ୍ତକ 10 : 27 (ORV)
ଓ ହଦୋରାମ ଓ ଊଷଲ ଓ ଦିକ୍ଳ
ଆଦି ପୁସ୍ତକ 10 : 28 (ORV)
ଓ ଓବଲ ଓ ଅବୀମାୟେଲ୍ ଓ ଶିବା
ଆଦି ପୁସ୍ତକ 10 : 29 (ORV)
ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ ।
ଆଦି ପୁସ୍ତକ 10 : 30 (ORV)
ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା ।
ଆଦି ପୁସ୍ତକ 10 : 31 (ORV)
ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ ।
ଆଦି ପୁସ୍ତକ 10 : 32 (ORV)
ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32

BG:

Opacity:

Color:


Size:


Font: