ଆଦି ପୁସ୍ତକ 12 : 1 (ORV)
ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20