ଆଦି ପୁସ୍ତକ 22 : 11 (ORV)
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ; ତହିଁରେ ସେ କହିଲେ, ଦେଖନ୍ତୁ, ମୁଁ ଏଠାରେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24