ଆଦି ପୁସ୍ତକ 22 : 1 (ORV)
ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ଵର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, ହେ ଅବ୍ରହାମ । ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24